Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ରାଜ୍ୟରେ ପୁଣି ଏକ ଲଘୁଚାପ, ପ୍ରବଳ ବର୍ଷା ସମ୍ଭାବନା 

Manini Pattanayak
Browse all articles by Manini Pattanayak
·2 years ago
ରାଜ୍ୟରେ ପୁଣି ଏକ ଲଘୁଚାପ, ପ୍ରବଳ ବର୍ଷା ସମ୍ଭାବନା 

ଭୁବନେଶ୍ୱର: ୨୬ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା। ଲଘୁଚାପ ସୃଷ୍ଟି ପରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବ। ୨୭ ତାରିଖ ବେଳକୁ ଲଘୁଚାପ ନେଇ ପାରେ ଅବପାତର ରୂପ। 


ଆସନ୍ତା ୨୫ରେ ଘୂର୍ଣ୍ଣିଝଡ ସୃଷ୍ଟି ହେବାର ସମ୍ଭାବନା ରହିଛି । ଦକ୍ଷିଣ ଆଣ୍ଡାମାନ ପାଶ୍ୱବର୍ତ୍ତୀ ଅଞ୍ଚଳରେ ଏହା ସୃଷ୍ଟି ହେବ । ୨୬ ତାରିଖ ବେଳକୁ ଏହା ଅବପାତରେ ପରିଣତ ହୋଇ ପଶ୍ଚିମ ଉତ୍ତର ଦିଗରେ ଗତି କରିବ । ଏହାର ପ୍ରଭାବରେ ରାଜ୍ୟରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।  ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଦିଆଯାଇଛି। 
ଅଧିକ ପଢନ୍ତୁ ଓଡ଼ିଶା ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored