Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ପୁଣି ଜଣେ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ଘରେ ରେଡ୍

Rashmita Mishra
Browse all articles by Rashmita Mishra
·1 year ago
ପୁଣି ଜଣେ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ଘରେ ରେଡ୍

ଅର୍ଗସ ବ୍ୟୁରୋ: ପୁଣି ଜଣେ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢାଉ । ଖାଦ୍ୟ ଯୋଗାଣ ଅଧିକାରୀଙ୍କ ଘରେ ଭିଜିଲାନ୍ସ । ସୁବର୍ଣ୍ଣପୁର ଜିଲ୍ଲା ଖାଦ୍ୟ ଯୋଗାଣ ଅଧିକାରୀଙ୍କ ଘରେ ଭିଜିଲାନ୍ସ ରେଡ୍ । ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ଅଧିକାରୀ ସୁରେଶ ପାଣିଗ୍ରାହୀଙ୍କ ଘରେ ରେଡ୍ । ଆୟବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ୧୧ଟି ସ୍ଥାନରେ ଭିଜିଲାନ୍ସ ଟିମ୍ ଚଢାଉ କରୁଛି। ସୋନପୁର ବରଗଡ ବଲାଙ୍ଗିର ଓ ଭୁଭନେଶ୍ବରରେ ଚଢାଉ ଚାଲିଛି।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Another raid on the house of a corrupt official | Argus News