Videos
|
Odisha

ପୁଣି ଏକ ଘୂର୍ଣ୍ଣିବଳୟ ସକ୍ରିୟ: ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା

Ritu Das
Browse all articles by Ritu Das
·2 years ago
ପୁଣି ଏକ ଘୂର୍ଣ୍ଣିବଳୟ ସକ୍ରିୟ: ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା

ଅର୍ଗସ ବ୍ୟୁରୋ: ଝାଡ଼ଖଣ୍ଡ, ଛତିଶଗଡ଼ ଉପରେ ସୃଷ୍ଟି ଘୂର୍ଣ୍ଣିବଳୟ ସକ୍ରିୟ ଥିବା ଯୋଗୁଁ ଜାରି ରହିଛି ବର୍ଷା।  ପ୍ରଭାବରେ ଆସନ୍ତାକାଲି ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା। ପ୍ରବଳରୁ ଅତି ପ୍ରବଳ ବର୍ଷା ଲାଗି ଆସନ୍ତା ୨୪ ଘଣ୍ଟା ପାଇଁ ସୁନ୍ଦରଗଡ଼, ଅନୁଗୁଳ, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। 

ସେହିପରି 17 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଜଳବନ୍ଦୀ ପରିସ୍ଥିତିର ମୁକାବିଲା ଲାଗି ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି। 

ଅଧିକ ପଢ଼ନ୍ତୁ ପାଣିପାଗ ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Another storm | Argus News