ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ହେଲେ ଅରିନ୍ଦମ ଡାକୁଆ
·1 year ago

ଅର୍ଗସ ବ୍ୟୁରୋ: ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ଅରିନ୍ଦମ ଡାକୁଆଙ୍କୁ ନିଯୁକ୍ତି । ଅନୁପମ ଶାହା ହେଲେ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ । ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ କଟକ ଜିଲ୍ଲାପାଳ ଅରିନ୍ଦମ ଡାକୁଆଙ୍କୁ ନିଯୁକ୍ତି । ସେହିପରି ଜଗତସିଂହପୁର ଜିଲ୍ଲାପାଳ ଶ୍ରୀ ଅନୁପମ ଶାହାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଭାବେ ନିଯୁକ୍ତି ଦିଆଯାଇଛି।
ଅଧିକ ପଢ଼ନ୍ତୁ ଓଡିଶା ଖବର:
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: