Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - ଶ୍ରୀମନ୍ଦିରରେ ପ୍ରଶାସନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ, ଦୁଇଦିନ ପାଇଁ ହବିଷ୍ୟାଳୀଙ୍କ ଦର୍ଶନ ବନ୍ଦ

Odisha

ଶ୍ରୀମନ୍ଦିରରେ ପ୍ରଶାସନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ, ଦୁଇଦିନ ପାଇଁ ହବିଷ୍ୟାଳୀଙ୍କ ଦର୍ଶନ ବନ୍ଦ

Rashmita Mishra
Browse all articles by Rashmita Mishra
·1 year ago
ଶ୍ରୀମନ୍ଦିରରେ ପ୍ରଶାସନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ, ଦୁଇଦିନ ପାଇଁ ହବିଷ୍ୟାଳୀଙ୍କ ଦର୍ଶନ ବନ୍ଦ

ଅର୍ଗସ ବ୍ୟୁରୋ: ଶ୍ରୀମନ୍ଦିରରେ ପ୍ରଶାସନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ, ଦୁଇଦିନ ପାଇଁ ହବିଷ୍ୟାଳୀଙ୍କ ଦର୍ଶନ ବନ୍ଦ ।  ବାତ୍ୟା ଦାନାକୁ ନେଇ ହବିଷ୍ୟାଳୀ ରହଣୀ କେନ୍ଦ୍ରରେ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ଆଜି ଓ ଆସନ୍ତାକାଲି ହବିଷ୍ୟାଳୀଙ୍କ ଦର୍ଶନ ବନ୍ଦ ରହିବ। ପ୍ରବଳ ବର୍ଷା ସମୟରେ ଭକ୍ତମାନେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରକୁ ନ ଆସିବା ପାଇଁ ପ୍ରଶାସନ ପକ୍ଷରୁ ଅନୁରୋଧ କରାଯିବ। ଠାକୁରଙ୍କ ନୀତି କାନ୍ତିରେ ଯେଭଳି କୌଣସି ପ୍ରଭାବ ନପଡେ ସେନେଇ ସେବାୟତଙ୍କ ସହ ଆଲୋଚନା କରାଯାଇଥିବା ବେଳେ ସ୍ବତନ୍ତ୍ର ବ୍ୟବସ୍ଥା ଗ୍ରହଣ କରାଯାଇଛି। ହବିଷ୍ୟାଳି ମା ମାନେ ତୀର୍ଥ ପୁଷ୍କରିଣୀ, ମହାପ୍ରଭୁଙ୍କ ଦର୍ଶନ ପାଇଁ ବାରଣ କରାଯାଇଛି  ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
As a precautionary measure by the temple administration, pilgrims are closed for two days | Argus News