Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଆଇଟିବିପି ଆଇଜି ଭାବେ କାର୍ଯ୍ୟ କରିବେ ଆଶିଷ ସିଂ

Smruti Parija
Browse all articles by Smruti Parija
·1 year ago
ଆଇଟିବିପି ଆଇଜି ଭାବେ କାର୍ଯ୍ୟ କରିବେ ଆଶିଷ ସିଂ

ଅର୍ଗସ ବ୍ୟୁରୋ:  ଆଇଟିବିପି ଆଇଜି ଭାବେ କାର୍ଯ୍ୟ କରିବେ ଆଶିଷ ସିଂ । ୫ ବର୍ଷ କିମ୍ବା ପରବର୍ତ୍ତୀ ନିର୍ଦ୍ଦେଶ ଯାଏଁ  ଡେପୁଟେସନ୍‌ରେ ଯିବେ । ଏବେ ଗୃହ ବିଭାଗର ଓଏସ୍‌ଡି ଭାବେ କାର୍ଯ୍ୟ କରୁଛନ୍ତି । ନିର୍ବାଚନ ସମୟରେ ମିଛ କହି ମେଡିକାଲ ଲିଭ୍ ନେଇଥିଲେ । 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Ashish Singh to take charge as ITBP IG | Argus News