ଆସନ୍ତା ୧୮ରେ ASIର ରତ୍ନଭଣ୍ଡାର ନିରୀକ୍ଷଣ
·1 year ago

ଅର୍ଗସ ବ୍ୟୁରୋ: ଆସନ୍ତା 18 ସେପ୍ଟେମ୍ବରରେ ଏଏସଆଇ ଦ୍ଵାରା ଶ୍ରୀମନ୍ଦିର ରତ୍ନଭଣ୍ଡାରର ପ୍ରାରମ୍ଭିକ ନିରୀକ୍ଷଣ ଅନୁଷ୍ଠିତ ହେବ। ଏନେଇ ଏ.ଏସ୍.ଆଇ ପକ୍ଷରୁ ଶ୍ରୀମନ୍ଦିର ପ୍ରଶାସନକୁ ସୂଚନା ଦିଆଯାଇଛି।
ରାଜ୍ୟ ସରକାରଙ୍କ ଅନୁମୋଦନ ପରେ ଏହି ପ୍ରାରମ୍ଭିକ ନିରୀକ୍ଷଣ ଏବଂ ବୈଷୟିକ ଯାଞ୍ଚ ଅନୁଷ୍ଠିତ ହେବ। ଏଏସଆଇର ଅତିରିକ୍ତ ମହାନିର୍ଦ୍ଦେଶକଙ୍କ ନେତୃତ୍ବରେ ନିରୀକ୍ଷଣ ହେବ। ଏଥିପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଡ. ଅରବିନ୍ଦ ପାଢୀ ସମସ୍ତ ପ୍ରସ୍ତୁତିର ସମୀକ୍ଷା କରିବା ସହ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।
ଅଧିକ ପଢ଼ନ୍ତୁ ଓଡ଼ିଶା ଖବର
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: