Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ଆସନ୍ତାକାଲି ଯାଏ ଗୃହ ମୁଲତବୀ

Odisha

ଆସନ୍ତାକାଲି ଯାଏ ଗୃହ ମୁଲତବୀ

Smruti Parija
Browse all articles by Smruti Parija
·1 year ago
ଆସନ୍ତାକାଲି ଯାଏ ଗୃହ ମୁଲତବୀ

ଭୁବନେଶ୍ୱର: ଆସନ୍ତାକାଲି ଯାଏଁ ଗୃହ ମୁଲତବୀ । ବଜେଟ୍ ଅଧିବେଶନର ପ୍ରଥମ ଦିନରେ ରାଜ୍ୟପାଳ ରଘୁବର ଦାସଙ୍କ ଦ୍ୱାରା ଅଭିଭାଷଣ ରଖାଯିବା ପରେ ଶୋକ ପ୍ରସ୍ତାବ ଆଗତ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହାକୁ ସମର୍ଥନ କରିଥିଲେ ବିରୋଧୀ । ଏହାପରେ ଗୃହ କାଲି ଯାଏଁ ମୁଲତବି ଘୋଷଣା କରିଛନ୍ତି ବାଚସ୍ପତି ସୁରମା ପାଢୀ । 

୨୩ ତାରିଖରେ ଉପ-ବାଚସ୍ପତି ନିର୍ବାଚନ ସମ୍ପର୍କିତ ଘୋଷଣା ହେବ ଏବଂ ଏହା ପରେ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଉପରେ ଆଲୋଚନା ହେବ । ୨୪ ତାରିଖରେ ଉପ-ବାଚସ୍ପତି ପଦ ପାଇଁ ନିର୍ବାଚନ ହେବ । ୨୫ ତାରିଖ ଦିନ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ରାଜ୍ୟର ନୂଆ ବିଜେପି ସରକାର ବଜେଟ ଉପସ୍ଥାପନ କରିବେ । 

୨୦୩୬ ସୁଦ୍ଧା ବିକଶିତ ଓଡ଼ିଶା ଗଠନ ଲକ୍ଷ୍ୟ: ରାଜ୍ୟପାଳ
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
assembly-update-house-adjourned-till-tomorrow | Argus News