Odisha Assembly Winter Session / ନଭେମ୍ବର ୧୮ରୁ ବିଧାନସଭାର ଶୀତ ଅଧିବେଶନ, ୩୧ ଯାଏଁ ଚାଲିବ ଅଧିବେଶନ
·2 hours ago

Key Points
ନଭେମ୍ବର ୧୮ରୁ ବିଧାନସଭା ଶୀତ ଅଧିବେଶନ
ଡିସେମ୍ବର ୩୧ ତାରିଖ ଯାଏଁ ଚାଲିବ ଗୃହକାର୍ଯ୍ୟ
ନଭେମ୍ବର ୧୮ରେ ଅତିରିକ୍ତ ବଜେଟ ଉପସ୍ଥାପନ ହେବ
ଡିସେମ୍ବର ୩୧ ତାରିଖ ଯାଏଁ ଚାଲିବ ଗୃହକାର୍ଯ୍ୟ
ନଭେମ୍ବର ୧୮ରେ ଅତିରିକ୍ତ ବଜେଟ ଉପସ୍ଥାପନ ହେବ
ନଭେମ୍ବର ୧୮ ତାରିଖରୁ ଆରମ୍ଭ ହେବ ବିଧାନସଭାର ଶୀତ ଅଧିବେଶନ । ଏହି ଅଧିବେଶନ ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ । ଅଧିବେଶନର ପ୍ରଥମ ଦିନ ଅର୍ଥାତ୍ ନଭେମ୍ବର ୧୮ ତାରିଖରେ ରାଜ୍ୟ ସରକାରଙ୍କ ପକ୍ଷରୁ ଅତିରିକ୍ତ ବଜେଟ୍ ଉପସ୍ଥାପନ କରାଯିବ । ସମୁଦାୟ ୪୪ ଦିନ ମଧ୍ୟରୁ ୩୩ଟି କାର୍ଯ୍ୟଦିବସ ରହିଛି ।
ଡିସେମ୍ବର ୩୧ ତାରିଖ ଯାଏଁ ଚାଲିବାକୁ ଥିବା ଏହି ଅଧିବେଶନରେ ଶାସକ ଓ ବିରୋଧୀ ଦଳ ମଧ୍ୟରେ ବିଭିନ୍ନ ପ୍ରସଙ୍ଗକୁ ନେଇ ତର୍କବିତର୍କ ହେବା ଆଶା କରାଯାଉଛି ।
ଡିସେମ୍ବର ୩୧ ତାରିଖ ଯାଏଁ ଚାଲିବାକୁ ଥିବା ଏହି ଅଧିବେଶନରେ ଶାସକ ଓ ବିରୋଧୀ ଦଳ ମଧ୍ୟରେ ବିଭିନ୍ନ ପ୍ରସଙ୍ଗକୁ ନେଇ ତର୍କବିତର୍କ ହେବା ଆଶା କରାଯାଉଛି ।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Related Topics
Explore more stories