ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ
·1 year ago

Key Points
ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗ
ସହକାରୀ ଯନ୍ତ୍ରୀ ସୁଶୀଲ ପଣ୍ଡାଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
୭ଟି ସ୍ଥାନରେ ଏକକାଳୀନ ଚଢ଼ାଉ ଜାରି ରହିଛି
ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗଞ୍ଜାମ ବ୍ଲକର ସହକାରୀ ଯନ୍ତ୍ରୀ ସୁଶୀଲ ପଣ୍ଡାଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି।
୭ଟି ସ୍ଥାନରେ ଏକକାଳୀନ ଚଢ଼ାଉ ଜାରି ରହିଛି। ଆଙ୍କୁଲି ସ୍ଥିତ ବାସଭବନ, ଗଞ୍ଜାମ ବ୍ଲକ କାର୍ଯ୍ୟାଳୟ, ପୁରୀ ସହ ଶ୍ବଶୁର ଘର ସମେତ ଏକାଧିକ ସ୍ଥାନରେ ଚଢ଼ାଉ ଜାରି ରଖିଛି ଭିଜିଲାନ୍ସ।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: