Videos
|
Odisha

ବିଜେପି ସଭାପତି ସୁବାସ ସାହୁଙ୍କ ଉପରେ ମରଣାନ୍ତକ ଆକ୍ରମଣ

Banajyotshna Ray
Browse all articles by Banajyotshna Ray
·2 years ago
ବିଜେପି ସଭାପତି ସୁବାସ ସାହୁଙ୍କ ଉପରେ ମରଣାନ୍ତକ ଆକ୍ରମଣ

ଅର୍ଗସ ବ୍ୟୁରୋ:  ବିଜେପି ଜିଲ୍ଲା ସଭାପତିଙ୍କୁ ଆକ୍ରମଣ । ଗଞ୍ଜାମ ଜିଲ୍ଲା ବିଜେପି ସଭାପତି ସୁବାସ ସାହୁଙ୍କ ଉପରେ ମରଣାନ୍ତକ ଆକ୍ରମଣ। ସୁବାସ ଓ ତାଙ୍କ ୪ ସାଥୀଙ୍କୁ ପୋଲିସ ଉପସ୍ଥିତିରେ ଆକ୍ରମଣ ହୋଇଥିବା ସୂଚନା। ଗାଡି ଭଙ୍ଗାରୁଜା ସହ ସୁବାସଙ୍କ ହାତକୁ ପଥରରେ ଛେଚି ଭାଙ୍ଗି ଦେଇଥିବା  ସୂଚନା। ଚାନ୍ଦବାଲି ନିର୍ବାଚନ ମଣ୍ଡଳୀ ତୋଟାପଡାରେ ସଂଘବଦ୍ଧ ଆକ୍ରମଣ। ସୁବାସଙ୍କ ଉପରେ ବିଜେଡି କର୍ମୀ ଆକ୍ରମଣ କରିଥିବା ସୂଚନା।

ଅଧିକ ପଢ଼ନ୍ତୁ ଓଡିଶା ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
attack on BJP leader Subhash Sahu | Argus News