Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଧାରୁଆ ଅସ୍ତରେ ନିଜ ବେକକୁ କାଟି ଆତ୍ମହତ୍ୟା ଉଦ୍ୟମ

Rashmita Mishra
Browse all articles by Rashmita Mishra
·1 year ago
ଧାରୁଆ ଅସ୍ତରେ ନିଜ ବେକକୁ କାଟି ଆତ୍ମହତ୍ୟା ଉଦ୍ୟମ

ଅର୍ଗସ ବ୍ୟୁରୋ: ଧାରୁଆ ଅସ୍ତରେ ନିଜ ବେକକୁ କାଟି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି କଏଦୀ। ଗତ କିଛି ଦିନ ପୂର୍ବରୁ କୋଦଳା ଜେଲରୁ ଛତ୍ରପୁର ଜେଲକୁ ଆସିଥିଲେ କଏଦୀ ଜଣଙ୍କ । ଆତ୍ମହତ୍ୟା ଉଦ୍ୟମର କାରଣ ଅସ୍ପଷ୍ଟ ରହିଛି ।ଛତ୍ରପୁର ଜେଲରେ ବିଚାରଧିନ କଏଦୀଙ୍କ ଆତ୍ମହତ୍ୟା ଉଦ୍ୟମ । ଗୁରୁତର ଅବସ୍ଥାରେ ଛତ୍ରପୁର ମେଡିକାଲରେ ଭର୍ତ୍ତି ।

ଅଧିକ ପଢନ୍ତୁ ଓଡିଶା ଖବର

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Attempted suicide by cutting his own neck | Argus News