ଖୁବ୍ ଶୀଘ୍ର ଲାଗୁ ହେବ ଆୟୁଷ୍ମାନ ଭାରତ ଯୋଜନା ଯୋଜନା
·1 year ago

ଅର୍ଗସ ବ୍ୟୁରୋ: ଖୁବ୍ ଶୀଘ୍ର ଲାଗୁ ହେବ ଆୟୁଷ୍ମାନ ଭାରତ ଯୋଜନା ଯୋଜନା। ଗୋପବନ୍ଧୁ ଆରୋଗ୍ୟ ଯୋଜନା ସହ ଆୟୁଷ୍ମାନ ଭାରତ ଯୋଜନା ମିଳିତ ଭାବେ ଏମଓୟୁ ସ୍ବାକ୍ଷର ହେବ । ଏହା ସହ ସାଢେ଼ 3 କୋଟି ଲୋକଙ୍କୁ ସ୍ଵତନ୍ତ୍ର କାର୍ଡ ଦିଆଯିବ। କାଶ୍ମୀରରୁ କନ୍ୟାକୁମାରୀ ପର୍ଯ୍ୟନ୍ତ 27ହଜାର ହସ୍ପିଟାଲରେ ଏହାର ସୁଯୋଗ ପାଇବେ। ଏହି ଆର୍ଥିକ ବର୍ଷରେ ଲାଗୁ ହେବ ଏହି ଯୋଜନା।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: