Videos
|
Odisha

ବାବା ପଞ୍ଚଲିଙ୍ଗେଶ୍ୱରଙ୍କ ଦାନ ହୁଣ୍ଡି ଭାଙ୍ଗି ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

Swayangprajna Mishra
Browse all articles by Swayangprajna Mishra
·2 years ago
ବାବା ପଞ୍ଚଲିଙ୍ଗେଶ୍ୱରଙ୍କ ଦାନ ହୁଣ୍ଡି ଭାଙ୍ଗି ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ବାଲେଶ୍ବର : ବାବା ପଞ୍ଚଲିଙ୍ଗେଶ୍ୱରଙ୍କ ଦାନ ହୁଣ୍ଡି ବାକ୍ସ ଭାଙ୍ଗି ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟିଲେ ଦୁର୍ବୃତ୍ତ। ବର୍ଷାର ସୁଯୋଗ ନେଇ ଗତକାଲି ବିଳମ୍ବିତ ରାତିରେ ଗ୍ୟାସ କଟର ସାହାଯ୍ୟରେ ଲୁଟ ହୋଇଥିବା ଅନୁମାନ କରାଯାଉଛି ।

ଅଧିକ ପଢନ୍ତୁ ଓଡିଶା ଖବର

୭ ମାସ ଧରି ଦାନ ମିଳିଥିବା ହୁଣ୍ଡି ବାକ୍ସ ଖୋଲା ହୋଇନଥିଲା। ନୀଳଗିରି ପୋଲିସର ତନାଘନା ଜାରି ରହିଛି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Baba Panchalingeshwar's charity hundi broke and looted lakhs of rupees | Argus News