Videos
|
Odisha

ଶ୍ରୀକ୍ଷେତ୍ରରେ ଆରମ୍ଭ ହେଲାଣି ବାହୁଡ଼ା ପ୍ରସ୍ତୁତି

Ritu Das
Browse all articles by Ritu Das
·2 years ago
ଶ୍ରୀକ୍ଷେତ୍ରରେ ଆରମ୍ଭ ହେଲାଣି ବାହୁଡ଼ା ପ୍ରସ୍ତୁତି

ଅର୍ଗସ ବ୍ୟୁରୋ: ଶ୍ରୀକ୍ଷେତ୍ରରେ ଆରମ୍ଭ ହେଲାଣି ବାହୁଡା ପ୍ରସ୍ତୁତି, ଜନ୍ମବେଦୀରୁ ପୁଣିଥରେ ରତ୍ନବେଦୀକୁ ଫେରିବେ ଚତୂର୍ଦ୍ଧାମୂର୍ତ୍ତି । ଦର୍ପଦଳନ ଓ ତାଳଧ୍ବଜ ରଥ ଦକ୍ଷିଣ ମୋଡ଼ ହୋଇ ନାକଚଣା ଦ୍ବାରରେ ଲାଗିଥିବା ବେଳେ ଆଜି ନନ୍ଦିଘୋଷ ରଥର ହେବ ଦକ୍ଷିଣ ମୋଡ଼। ସେପଟେ ଶ୍ରୀଗୁଣ୍ଡିଚା ମନ୍ଦିରରେ ଚାଲିଛି ଆଡ଼ପ ମଣ୍ଡପ ଦର୍ଶନ। 

ଶ୍ରଦ୍ଧାଳୁମାନେ ସିଂହଦ୍ବାର ଦେଇ ମନ୍ଦିର ଭିତରକୁ ପ୍ରବେଶ କରି ଚାରି ମୂରତିଙ୍କ ଦଶର୍ନ କରିବା ସହ ନାକଚଣା ଦ୍ବାର ଦେଇ ପ୍ରସ୍ତାନ କରୁଛନ୍ତି । ୧୫ ତାରିଖରେ ବାହୁଡା ଥିବା ବେଳେ ଆସନ୍ତକାଲି ସନ୍ଧ୍ୟା ପର୍ଯ୍ୟନ୍ତ ଆଡପ ମଣ୍ଡପରେ ଦର୍ଶନର ସୁଯୋଗ ପାଇବେ ଶ୍ରଦ୍ଧାଳୁ । ଏଥିପାଇଁ ଶ୍ରୀଗୁଣ୍ଡିଚା ମନ୍ଦିର ପରିସରରେ ବେଶ ଭିଡ଼ ପରିଲିକ୍ଷିତ ହେଉଛି। 

ଅଧିକ ପଢ଼ନ୍ତୁ ଧର୍ମ ଓ ସଂସ୍କୃତି ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Bahuda Preparations | Argus News