ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ଉପସ୍ଥିତିରେ ୨ ଗୋଷ୍ଠୀ ମୁହାଁମୁହିଁ
·1 year ago

ଅର୍ଗସ ବ୍ୟୁରୋ : ବଲାଙ୍ଗିର କଣ୍ଟାବାଞ୍ଜିରେ ଥିବା ବନମାଲି ପ୍ୟାଲେସ ସମ୍ମୁଖରେ କଣ୍ଟାବାଞ୍ଜିରେ ମିଶ୍ରଣ ପର୍ବ ଓ କର୍ମୀ ସମ୍ମିଳନୀରେ ମୁହାଁମୁହିଁ ବିଜେଡି ନେତା । କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀ ରେ ମୁଖ୍ୟମନ୍ତ୍ରୀ ବିଧାୟକ ପ୍ରାର୍ଥୀ ହେବା ପରେ ଅନେକ ଚର୍ଚ୍ଚା ଆଲୋଚନା ଜାରି ରହିଛି ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ପ୍ରତ୍ୟେହ ବିଜେଡି ପକ୍ଷରୁ ବୈଠକ ଆୟୋଜନ ସହ ମିଶ୍ରଣ ପର୍ବ ଅନୁଷ୍ଠିତ ହେଉଛି । ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ଉପସ୍ଥିତିରେ ୨ ଗୋଷ୍ଠୀ ମଧ୍ୟରେ ମୁହାଁମୁହିଁ ହୋଇଥିବା ଦେଖିବାକୁ ମିଳିଛି । କଣ୍ଟାବାଞ୍ଜି ବିଜେଡି ବିଧାୟକ ପ୍ରାର୍ଥୀ ପାଇଁ ଆଶାୟୀ ଗିରିରାଜ ସିଂହ ମାଝୀଙ୍କ ହୋହଲ୍ଲା କରିଥିବା ସୂଚନା ମିଳିଛି ।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: