Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଚିତାଲାଗି ଅମାବାସ୍ୟା ପାଇଁ 4 ଘଣ୍ଟା ସର୍ବସାଧାରଣଙ୍କ ଦର୍ଶନ ବନ୍ଦ

Smruti Parija
Browse all articles by Smruti Parija
·1 year ago
ଚିତାଲାଗି ଅମାବାସ୍ୟା ପାଇଁ 4 ଘଣ୍ଟା ସର୍ବସାଧାରଣଙ୍କ ଦର୍ଶନ ବନ୍ଦ

ପୁରୀ: ଆସନ୍ତାକାଲି 4 ଘଣ୍ଟା ଜଗା ଦର୍ଶନ ବନ୍ଦ । ଚିତାଲାଗି ଅମାବାସ୍ୟା ପାଇଁ 4 ଘଣ୍ଟା ସର୍ବସାଧାରଣଙ୍କ ଦର୍ଶନ ବନ୍ଦ । ଅପରାହ୍ନ 2 ଟାରୁ ସଂଧ୍ୟା ୬ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ।  ପ୍ରଥମ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ବନ୍ଦ ରହିବ ସାଧାରଣ ଦର୍ଶନ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦେଇଛନ୍ତି ।
 

ଆହୁରି ପଢନ୍ତୁ ଓଡିଶା ଖବର...

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
banakalagi-rituals-to-be-preformed-in-puri-temple-tomorrow | Argus News