Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
Education Next 2026Register now
|

Argus News - ରାଜଧାନୀରେ ରାତି ତମାମ ଖୋଲା ରହୁଛି ବାର ଓ ପବ 

Odisha

ରାଜଧାନୀରେ ରାତି ତମାମ ଖୋଲା ରହୁଛି ବାର ଓ ପବ 

Manini Pattanayak
Browse all articles by Manini Pattanayak
·1 year ago
ରାଜଧାନୀରେ ରାତି ତମାମ ଖୋଲା ରହୁଛି ବାର ଓ ପବ 

ଭୁବନେଶ୍ୱର: ରାଜଧାନୀରେ ରାତି ତମାମ ଖୋଲା ରହୁଛି ବାର ଓ ପବ । ରଙ୍ଗୀନ ଆଲୁଅ ଭିତରେ ମତୁଆଲା ହେଉଛନ୍ତି ଯୁବକ ଯୁବତୀ । ଏଭଳି  ସୋସିଆଲ ମିଡିଆରେ ପୋଷ୍ଟ କରିଛନ୍ତି ଭିଡିଓ । ଟାଇମ୍ ଲାଇନ୍ ଦେଇ ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ ପରେ ସଂପୃକ୍ତ ବାର ଓ ପବ ଗୁଡ଼ିକର ଖୋଲିଛି ପୋଲ ।

ଯାହାକୁ ନେଇ ତଦନ୍ତ ନିର୍ଦ୍ଦେଶ ଦେଲେ ଅବକାରୀ କମିଶନର । ରାତି ତମାମ ଖୋଲା ରହୁଥିବା ବାର ଓ ପବ ଉପରେ କାର୍ଯ୍ୟନୁଷ୍ଠାନ ନେବା ପାଇଁ କମିଶନରଙ୍କ ନିର୍ଦ୍ଦେଶ । ସମସ୍ତ ଅବକାରୀ ଅଫିସରଙ୍କୁ ଦେଲେ ନିର୍ଦ୍ଦେଶ । ଯେଉଁ ଅଫିସର ସଠିକ୍ ଭାବେ କାର୍ଯ୍ୟ କରିବେ ନାହିଁ ତାଙ୍କ ଉପରେ କାର୍ଯ୍ୟନୁଷ୍ଠାନ ନିଆଯିବ ବୋଲି କହିଲେ। 

ଅଧିକ ପଢନ୍ତୁ ଓଡ଼ିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Bars and pubs are open all night in the capital | Argus News