Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

୧୦ ହଜାର ଲାଞ୍ଚ ନେଇ ଧରାପଡ଼ିଲେ ବ୍ରହ୍ମପୁର EPFO ରିଜିଓନାଲ ଅଫିସ୍ ପିଆରଓ ଅନୀଲ ପତି

Smruti Parija
Browse all articles by Smruti Parija
·1 year ago
୧୦ ହଜାର ଲାଞ୍ଚ ନେଇ ଧରାପଡ଼ିଲେ ବ୍ରହ୍ମପୁର EPFO ରିଜିଓନାଲ ଅଫିସ୍ ପିଆରଓ ଅନୀଲ ପତି

Key Points

CBI ହାତରେ ଇପିଏଫଓ କାର୍ଯ୍ୟାଳୟ ଅଧିକାରୀ

୧୦ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡିଲେ

ପିଆରଓ ଅନୀଲ ପତିଙ୍କୁ କାବୁ କଲା CBI

CBI ହାତରେ ଇପିଏଫଓ କାର୍ଯ୍ୟାଳୟ ଅଧିକାରୀ । ୧୦ ହଜାର ଟଙ୍କା ଲାଞ୍ଚ ନେଇ CBI ହାତରେ ଧରାପଡ଼ିଛନ୍ତି ବ୍ରହ୍ମପୁର ଇପିଏଫ୍‌ଓ ରିଜିଓନାଲ ଅଫିସ୍ ପିଆରଓ ଅନୀଲ ପତି I ଜଣେ ଯୁବକଙ୍କଠାରୁ ଲାଞ୍ଚ ନେଉଥିବାବେଳେ ଧରିଲା CBI । ସିବିଆଇ ଅଧିକାରୀମାନେ ତାଙ୍କୁ ଲାଞ୍ଜିପଲ୍ଲୀ ଅଞ୍ଚଳରୁ କାବୁ କରିବା ପରେ ପଚରାଉଚରା ପାଇଁ କୌଣସି ଅଜଣା ସ୍ଥାନକୁ ନେଇଯାଇଛନ୍ତି । ଅନୀଲଙ୍କଠାରୁ ସମସ୍ତ ଲାଞ୍ଚ ଟଙ୍କା ଜବତ ହୋଇଛି ।  ପୂର୍ବ ଯୋଜନା ମୁତାବକ ଲାଞ୍ଚ ଟଙ୍କା ସହ ଅନିଲଙ୍କୁ କାବୁ କରିଥିଲେ ଛପି ରହିଥ‌ିବା ସିବିଆଇ ଅଧିକାରୀ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
berhampur-epfo-​​regional-office-pro-anil-pati-caught-taking-rs-10000-bribe | Argus News