ମା'-ପୁଅଙ୍କ ସନ୍ଦେହଜନକ ମୃତ୍ୟୁ
·2 years ago

ଅର୍ଗସ ବ୍ୟୁରୋ : ଗଞ୍ଜାମ ପାତ୍ରପୁର ଜରଡ଼ା ଥାନା ଚୁଡ଼ିଆଲାଞ୍ଜି ଗାଁରେ ମାଆ-ପୁଅଙ୍କ ସନ୍ଦେହଜନକ ମୃତ୍ୟୁ । ମୃତ୍ୟୁର କାରଣ ଅସ୍ପଷ୍ଟ । ସକାଳୁ ଶାଶୁ ଖବର ଦେବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।
ଅଧିକ ପଢନ୍ତୁ ଓଡ଼ିଶା ଖବର
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: