ଭବାନୀ ଶଙ୍କର ଭୋଇ ହେଲେ ଉପ-ବାଚସ୍ପତି
·1 year ago

ଭୁବନେଶ୍ୱର: ଭବାନୀ ଶଙ୍କର ଭୋଇ ହେଲେ ଉପ-ବାଚସ୍ପତି । ବାଚସ୍ପତି ସୁରମା ପାଢୀ ନାଁ ଘୋଷଣା କରିଛନ୍ତି ଭବାନୀ ଶଙ୍କରଙ୍କ। ।
ଦୁଇ ଦୁଇ ଥରର ତଳସରା ବିଧାନସଭା ଆସନରୁ ନିର୍ବାଚିତ ହୋଇଛନ୍ତି ଭବାନୀ ଶଙ୍କର ଭୋଇ। ୨୦୧୯ ଓ ୨୦୨୪ରେ ତଳସରାରୁ ବିଧାନସଭାକୁ ନିର୍ବାଚିତ ହୋଇଛନ୍ତି ସେ । ଭବାନୀ ଶଙ୍କରଙ୍କୁ ଉପ-ବାଚସ୍ପତି ପ୍ରାର୍ଥୀ ଭାବେ ଶାସକ ବିଜେପି ବାଛିଥିଲା।
ଅଧିକ ପଢନ୍ତୁ ଓଡ଼ିଶା ଖବର
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: