ଅଶୋକ ପଣ୍ଡାଙ୍କୁ ଅଡୁଆ ହେବେ କି କର୍ପୋରେଟର ବିରଞ୍ଚି ନାରାୟଣ ମହାସୁପକାର ?
·2 years ago

ଅର୍ଗସ ବ୍ୟୁରୋ : ପୁଣି ଚର୍ଚ୍ଚାରେ ଭୁବନେଶ୍ବର ଏକାମ୍ର ନିର୍ବାଚନ ମଣ୍ଡଳୀ । ମନ୍ତ୍ରୀ ଅଶୋକ ପଣ୍ଡାଙ୍କୁ ଅଡୁଆ ହେବେ କି କର୍ପୋରେଟର ବିରଞ୍ଚି ନାରାୟଣ ମହାସୁପକାର । ଏହି ନିର୍ବାଚନ ମଣ୍ଡଳୀରୁ ବିଜେଡିରୁ ଟିକେଟ ପାଇଁ ଆଶାୟୀ ଥିବା ବିରଞ୍ଚି ଟିକେଟ ନ ପାଇବାରୁ ସ୍ବାଧୀନ ପ୍ରାର୍ଥୀ ଭାବେ ନିର୍ବାଚନ ଲଢ଼ିବାକୁ ପ୍ରସ୍ତୁତ ହେଉଛନ୍ତି । ବିଭିନ୍ନ ସ୍ଥାନରେ କର୍ମୀ ସମ୍ମିଳନୀ ଏବଂ ପଦଯାତ୍ରା ଆଳରେ ନିଜର ଶକ୍ତି ପ୍ରଦର୍ଶନ କରୁଛନ୍ତି ବିରଞ୍ଚି ନାରାୟଣ ମହାସୁପକାର ।
ଅଧିକ ପଢନ୍ତୁ ଓଡ଼ିଶା ଖବର
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: