|
logo
Live
Argus News App
GET APP

Argus News - ଛାତ୍ର ମାନଙ୍କ ବିଭିନ୍ନ ସମସ୍ୟା ନେଇ ରାଜରାସ୍ତାକୁ ଓହ୍ଲାଇଛନ୍ତି କଂଗ୍ରେସ ନେତା ଓ କର୍ମୀ

Odisha

ଛାତ୍ର ମାନଙ୍କ ବିଭିନ୍ନ ସମସ୍ୟା ନେଇ ରାଜରାସ୍ତାକୁ ଓହ୍ଲାଇଛନ୍ତି କଂଗ୍ରେସ ନେତା ଓ କର୍ମୀ

Jitendra Dash
Browse all articles by Jitendra Dash
·2 years ago
ଛାତ୍ର ମାନଙ୍କ ବିଭିନ୍ନ ସମସ୍ୟା ନେଇ ରାଜରାସ୍ତାକୁ ଓହ୍ଲାଇଛନ୍ତି କଂଗ୍ରେସ ନେତା ଓ କର୍ମୀ

ଅର୍ଗସ ବ୍ୟୁରୋ : ରାଜଧାନୀରେ ଛାତ୍ର କଂଗ୍ରେସର ରଣହୁଙ୍କାର । ବିଭିନ୍ନ ସମସ୍ୟା ନେଇ ରାସ୍ତାକୁ ଓହ୍ଲାଇଛି ଛାତ୍ର କଂଗ୍ରେସ । ନବୀନ ନିବାସ ଘେରାଉ ପାଇଁ ଯିବାବେଳେ ଶିଶୁ ଭବନ ଛକରେ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇଥିଲା । ପୋଲିସ ଅଟକାଇବାରୁ ଉଭୟଙ୍କ ମଧ୍ୟରେ ଧସ୍ତାଧସ୍ତି ପରିସ୍ଥିତି ସୃଷ୍ଟି ହୋଇଥିଲା । 

ଅଧିକ ପଢନ୍ତୁ ଓଡ଼ିଶା ଖବର

ଛାତ୍ର କଂଗ୍ରେସ ପକ୍ଷରୁ ପୋଲିସ ଉପରକୁ ଟମାଟୋ ମାଡ଼ କରାଯାଇଥିଲା । କଲେଜରେ ଶିକ୍ଷକ ଅଭାବ, ପରୀକ୍ଷାରେ ବିଭ୍ରାଟ ଭଳି ସମସ୍ୟାକୁ ନେଇ ରାଜରାସ୍ତାକୁ ଓହ୍ଲାଇଛି ଛାତ୍ର କଂଗ୍ରେସ । ସେପଟେ ଶିଶୁ ଭବନ ଛକରୁ ଛାତ୍ର କଂଗ୍ରେସ ସଭାପତିଙ୍କ ସହ ୩୦ରୁ ଅଧିକ କର୍ମୀଙ୍କୁ ଉଠାଇ ନେଲା ପୋଲିସ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
ଛାତ୍ର ମାନଙ୍କ ବିଭିନ୍ନ ସମସ୍ୟା ନେଇ ରାଜରାସ୍ତାକୁ ଓହ୍ଲାଇଛନ୍ତି କଂଗ୍ରେସ ନେତା ଓ କର୍ମୀ | Argus News