Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଗଣଦୌଡ଼

Banajyotshna Ray
Browse all articles by Banajyotshna Ray
·1 year ago
ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଗଣଦୌଡ଼

ଅର୍ଗସ ବ୍ୟୁରୋ:  ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଗଣଦୌଡ଼। ଯୋଗ ଦେଲେ ଶହ ଶହ ଛାତ୍ରଛାତ୍ରୀ ଓ ଖେଳାଳୀ। ସର୍ଦାର ବଲ୍ଲଭ ଭାଇ ପଟେଲ ଜୟନ୍ତୀ ତଥା ରାଷ୍ଟ୍ରୀୟ ଏକତା ଦୌଡ଼ ରେ ଏହି ଗଣ ଦୌଡ଼ ର ଆହ୍ବାନ ଦିଆଯାଇଛି।  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଙ୍କ ସମେତ କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରୀ ସୁରଜ ସୂର୍ଯ୍ୟ ବଂଶୀ, ସ୍କୁଲ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ଏକାମ୍ର ବିଧାୟକ ବାବୁ ସିଂ ପ୍ରମୁଖ ଯୋଗ ଦେଇଛନ୍ତି।

ଅଧିକ ପଢ଼ନ୍ତୁ ଓଡିଶା ଖବର: 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Bhubaneswar Kalinga Stadium running program | Argus News