Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - କମିଶନରେଟ ପୋଲିସକୁ ବଡ଼ ସଫଳତା, ଅପହରଣ କରୁଥିବା ଅଭିଯୁକ୍ତଙ୍କୁ କାବୁ କଲା ପୋଲିସ

Odisha

କମିଶନରେଟ ପୋଲିସକୁ ବଡ଼ ସଫଳତା, ଅପହରଣ କରୁଥିବା ଅଭିଯୁକ୍ତଙ୍କୁ କାବୁ କଲା ପୋଲିସ

Jitendra Dash
Browse all articles by Jitendra Dash
·2 years ago
କମିଶନରେଟ ପୋଲିସକୁ ବଡ଼ ସଫଳତା, ଅପହରଣ କରୁଥିବା ଅଭିଯୁକ୍ତଙ୍କୁ କାବୁ କଲା ପୋଲିସ

ଅର୍ଗସ ବ୍ୟୁରୋ : ଫିଲ୍ମ ଷ୍ଟାଇଲରେ ଅପହରଣ ଉଦ୍ୟମ ଫେଲ୍ । କମିଶନରେଟ ପୋଲିସର ବଡ଼ଗଡ଼ ଥାନାକୁ ବଡ଼ ସଫଳତା । ଦୁର୍ଘଟଣାକୁ କେନ୍ଦ୍ର କରି ଜଣେ ଡ୍ରାଇଭରଙ୍କୁ ଅପହରଣ କରୁଥିବା ଅଭିଯୁକ୍ତଙ୍କୁ କାବୁ କରିଛି ବଡ଼ଗଡ଼ ଥାନା ପୋଲିସ । ରବି ଟକିଜ ଛକ ନିକଟରେ ଏକ ପିକ ଅପ ଭ୍ୟାନ ସହ ଗୋଟିଏ ଡିଜେ ଗାଡିର ସାମାନ୍ୟ ଧକ୍କା ହୋଇଥିଲା । 

ଅଧିକ ପଢନ୍ତୁ ଓଡ଼ିଶା ଖବର

ଯାହାକୁ କେନ୍ଦ୍ର କରି ଡିଜେ ଗାଡି ପିକଅପ ଭ୍ୟାନ ଡ୍ରାଇଭରଙ୍କୁ ଆକ୍ରମଣ କରିଥିଲେ । ଏପରିକି ଜୋର ଜବରଦସ୍ତ ଡ୍ରାଇଭର ଜଣଙ୍କୁ ଲକ୍ଷାଧିକ ଟଙ୍କା ଦାବି କରି ଉଠାଇନେଇଥିଲେ । ଅପହରଣକାରୀଙ୍କୁ ଅଟକ ରଖି ପଚରାଉଚରା କରୁଛି ପୋଲିସ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
bhubaneswar kidnapping case | Argus News