Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ଭୁବନେଶ୍ବର ନିକୋ ପାର୍କ ଲେକ୍‌ ଜୋନ୍‌ର ହେବ ବିକାଶ: ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

Odisha

ଭୁବନେଶ୍ବର ନିକୋ ପାର୍କ ଲେକ୍‌ ଜୋନ୍‌ର ହେବ ବିକାଶ: ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

Banajyotshna Ray
Browse all articles by Banajyotshna Ray
·1 year ago·1 min read
ଭୁବନେଶ୍ବର ନିକୋ ପାର୍କ ଲେକ୍‌ ଜୋନ୍‌ର ହେବ ବିକାଶ: ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

Key Points

ଭୁବନେଶ୍ବର ନିକୋ ପାର୍କ ଲେକ୍‌ ଜୋନ୍‌ର ହେବ ବିକାଶ । ଲେକ୍‌ ଜୋନ୍‌ର ୩.୨୬୦ କିଲୋମିଟର ଅଞ୍ଚଳକୁ ବିଶ୍ବସ୍ତରୀୟ ଆକର୍ଷଣୀୟ କେନ୍ଦ୍ର ଭାବରେ ବିକଶିତ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ ।

ଭୁବନେଶ୍ବର ନିକୋ ପାର୍କ ଲେକ୍‌ ଜୋନ୍‌ର ହେବ ବିକାଶ । ଲେକ୍‌ ଜୋନ୍‌ର ୩.୨୬୦ କିଲୋମିଟର ଅଞ୍ଚଳକୁ ବିଶ୍ବସ୍ତରୀୟ ଆକର୍ଷଣୀୟ କେନ୍ଦ୍ର ଭାବରେ ବିକଶିତ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ । ଏହି ଅଞ୍ଚଳରେ ଅତ୍ୟାଧୁନିକ ସୁବିଧା ସୁଯୋଗର ବ୍ୟବସ୍ଥା କରି ଏହାକୁ ଏକ ବିଶ୍ବସ୍ତରୀୟ ଆକର୍ଷଣୀୟ କେନ୍ଦ୍ର ଭାବେ ବିକଶିତ କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପରାମର୍ଶ ଦେଇଛନ୍ତି । ରାଜଧାନୀବାସୀଙ୍କ ସହିତ ଦେଶବିଦେଶରୁ ଆସୁଥିବା ଲୋକଙ୍କ ପାଇଁ ଏକ ଆଧୁନିକ ପର୍ଯ୍ୟଟନ କେନ୍ଦ୍ର ଭାବେ ପରିଗଣିତ ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।


ଲେକ୍‌ ଅଞ୍ଚଳର ସୌନ୍ଦର୍ଯ୍ୟକରଣ ସହିତ ଆଲୋକୀକରଣ, ସାଇକେଲ ଟ୍ରାକ୍‌, ଆୟୁର୍ବେଦିକ ପାର୍କ, ଫୁଟ୍‌ ଓଭରବ୍ରିଜ୍, ଭାସମାନ ରେଷ୍ଟୁରାଣ୍ଟ, ହୋଟେଲ ଆଦି ସମସ୍ତ ପ୍ରକାର ଅତ୍ୟାଧୁନିକ ସୁବିଧା ସୁଯୋଗର ବିକାଶ କରାଯିବାର ଲକ୍ଷ୍ୟ ରଖାଯାଇଛି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Education Next Season 5
Sponsored
bhubaneswar-nicco-park-lake-zone-to-be-developed-cms-suggestion | Argus News