Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ମୋ ବସ୍ ଧକ୍କାରେ ସ୍କୁଟି ଚାଳକଙ୍କ ମୃତ୍ୟୁ

Smruti Parija
Browse all articles by Smruti Parija
·1 year ago
ମୋ ବସ୍ ଧକ୍କାରେ ସ୍କୁଟି ଚାଳକଙ୍କ ମୃତ୍ୟୁ

ଭୁବନେଶ୍ୱର: ମୋ ବସ୍ ଧକ୍କାରେ ସ୍କୁଟି ଚାଳକଙ୍କ ମୃତ୍ୟୁ । ମୃତକଙ୍କ ନାଁ ନିରଞ୍ଜନ ପଣ୍ଡା । ମୃତଦେହକୁ ଜବତ କରି କ୍ୟାପିଟାଲ ହସ୍ପିଟାଲକୁ ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି ନନ୍ଦନକାନନ ଥାନା ପୋଲିସ । ରଘୁନାଥପୁର ଛକରେ ଘଟିଛି ଏଭଳି ମର୍ମନ୍ତୁତ ସଡ଼କ ଦୁର୍ଘଟଣା । ଦୁର୍ଘଟଣା ଘଟାଇଥିବା ମୋ ବସକୁ ଅଟକ ରଖି ତଦନ୍ତ କରୁଛି ପୋଲିସ । 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Bhubaneswar: One person reportedly killed after being hit by a 'Mo Bus' in Raghunathpur; locals detain the vehicle | Argus News