Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - ଭିଜିଲାନ୍ସ ଜାଲରେ ଭୁବନେଶ୍ୱର ଜନସ୍ୱାସ୍ଥ୍ୟ ବିଭାଗ ସୁପରିଟେଣ୍ଡେଣ୍ଟ ଇଞ୍ଜିନିୟର 

Odisha

ଭିଜିଲାନ୍ସ ଜାଲରେ ଭୁବନେଶ୍ୱର ଜନସ୍ୱାସ୍ଥ୍ୟ ବିଭାଗ ସୁପରିଟେଣ୍ଡେଣ୍ଟ ଇଞ୍ଜିନିୟର 

Smruti Parija
Browse all articles by Smruti Parija
·2 years ago
ଭିଜିଲାନ୍ସ ଜାଲରେ ଭୁବନେଶ୍ୱର ଜନସ୍ୱାସ୍ଥ୍ୟ ବିଭାଗ ସୁପରିଟେଣ୍ଡେଣ୍ଟ ଇଞ୍ଜିନିୟର 

ଭୁବନେଶ୍ୱର:  ଭିଜିଲାନ୍ସ ଜାଲରେ ଭୁବନେଶ୍ୱର ଜନସ୍ୱାସ୍ଥ୍ୟ ବିଭାଗ ସୁପରିଟେଣ୍ଡେଣ୍ଟ ଇଞ୍ଜିନିୟର । ବିଶ୍ୱବନ୍ଧୁ ପାଣିଗ୍ରାହୀଙ୍କ ଘର ସମେତ ବିଭିନ୍ନ ସ୍ଥାନରେ ଛାପା ମରାଯାଇଛି । ଭିଏସ୍ଏସ ନଗରରେ ଥିବା ବିଲ୍ଡିଂ GL 73, ପ୍ଲଟ ନମ୍ବର 9505 ରେ ଚଢ଼ାଉ ହୋଇଥିବା ସୂଚନା ରହିଛି । ରୁଦ୍ରପୁର ଆସୋଟେକ ପ୍ରାଇଡ଼ରେ ଥିବା ଫ୍ଲାଟରେ ଚଢ଼ାଉ ହୋଇଛି । ଭଦ୍ରକ ମଠ ସାହିରେ ଥିବା ବିଲ୍ଡିଂ ରେ ଚାଲିଛି ଚଢ଼ାଉ । ଭଦ୍ରକ ତୋରଣପଡାସ୍ଥିତ ପୈତୃକ ଘର ଓ ଭିଏସ୍ଏସନଗର ସ୍ଥିତ ସମ୍ପର୍କୀୟଙ୍କ ଘରେ ମଧ୍ୟ ଛାପା ପଡ଼ିଛି । ଉନ୍ନତି ଭବନରେ ଥିବା EIC ଙ୍କ ଅଫିସ ଭିତରେ ବି ଚାଲିଛି ରେଡ଼ । ୭ DSPଙ୍କ ନେତୃତ୍ୱରେ ୫ ଇନ୍ସପେକ୍ଟର, ୮ ଏଏସଆଇ ଚଢ଼ାଉରେ ସାମିଲ ଅଛନ୍ତି ।
 

ସାଲେପୁର RW ସବ୍‌ଡିଭିଜନ ଆସିଷ୍ଟାଣ୍ଟ ଇଂଜିନିୟରଙ୍କ ଘରେ ଭିଜିଲାନ୍ସ ରେଡ୍‌

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Bhubaneswar Public Health Department Superintendent Engineer in Vigilance Net | Argus News