ଦୁଇଟି ଅଟୋ, ଗୋଟିଏ କାର ଓ ଗୋଟିଏ ସ୍କୁଟିକୁ ଧକ୍କା ଦେଲା ମଦ୍ୟପ ଡ୍ରାଇଭର
·2 years ago

ଅର୍ଗସ ବ୍ୟୁରୋ : ରାଜଧାନୀରେ ସିରିଜ ଦୁର୍ଘଟଣା । ମଦ୍ୟପ ଡ୍ରାଇଭରଙ୍କ ଉନ୍ମତ୍ତ କାଣ୍ଡ। ଦୁଇଟି ଅଟୋ, ଗୋଟିଏ କାର ଓ ଗୋଟିଏ ସ୍କୁଟିକୁ ଧକ୍କା ଦେଲା ମଦ୍ୟପ ଡ୍ରାଇଭର । ଆପୋଲୋ ହସ୍ପିଟାଲ ସମ୍ମୁଖରେ ଘଟିଛି ଏହି ଦୁର୍ଘଟଣା ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ଦୁର୍ଘଟଣା ପରେ ଗାଡିକୁ ଅଟକାଇ ଭଙ୍ଗାରୁଜା କଲେ ସ୍ଥାନୀୟ ଲୋକେ । ଡ୍ରାଇଭର ପ୍ରଚୁର ମଦ ପିଇ ଗାଡି ଚଲାଉଥିବା ନେଇ ଅଭିଯୋଗ । ଏହା ସହ ଗାଡିଟି ଜଣେ ଡାକ୍ତରଙ୍କର ହୋଇଥିବା ନେଇ ମିଳିଛି ସୂଚନା । ଆହତ ୪ ଜଣଙ୍କୁ ହସ୍ପିଟାଲ ନିଆଯାଇଛି ।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: