Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଭୁବନେଶ୍ବର ସାଲିଆ ସାହିରେ ପୁଣି ଅବକାରୀ ବିଭାଗର ରେଡ୍

Rashmita Mishra
Browse all articles by Rashmita Mishra
·1 year ago
ଭୁବନେଶ୍ବର ସାଲିଆ ସାହିରେ ପୁଣି ଅବକାରୀ ବିଭାଗର ରେଡ୍

ଅର୍ଗସ ବ୍ୟୁରୋ: ଭୁବନେଶ୍ବର ସାଲିଆ ସାହିରେ ପୁଣି ଅବକାରୀ ବିଭାଗର ରେଡ୍। ସାଲିଆସାହି ନୀଳଚକ୍ର ନଗରରେ ଦେଶୀ ମଦ କାରଖାନାରେ ଅବକାରୀ ଟିମ୍‌ର ରେଡ୍‌ । ଶହ ଶହ ଲିଟର ଦେଶୀ ମଦ ଜବତ ସହ ପୋଚ ନଷ୍ଟ କରିଛି । ଭୋର 5 ଟାରୁ ଦିନ 9ଟା ପର୍ଯ୍ୟନ୍ତ 4 ଘଣ୍ଟା ଧରି ଚଢ଼ାଉ କରିଥିଲା ଅବକାରୀ ବିଭାଗ । ଚଢ଼ାଉବେଳେ 2ଟି ବଡ଼ ଦେଶୀ ମଦ ଭାଟିରୁ ମଦ ନଷ୍ଟ କରିଛି ଅବକାରୀ ବିଭାଗ ।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର...

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Bhubaneswar Salia Sahire again red of unemployment department | Argus News