ଉଠିଯିବ ଇଲେକ୍ଟ୍ରିକ୍ ଚୁଲା, ପାରମ୍ପରିକ ଓ ଗ୍ୟାସ ଚୁଲାରେ ହେବ ଶବ ଦାହ
·2 years ago

ଅର୍ଗସ ବ୍ୟୁରୋ : ବଦଳିବ ସତ୍ୟନଗର ଶ୍ମଶାନର ରୂପରେଖ । ଉଠିଯିବ ଇଲେକ୍ଟ୍ରିକ୍ ଚୁଲା । ପାରମ୍ପରିକ ଓ ଗ୍ୟାସ ଚୁଲାରେ ଶବ ଦାହ ପାଇଁ ବ୍ୟବସ୍ଥା କରିବ ବିଏମସି । ଆଜି ଏନେଇ ସତ୍ୟନଗର ଶ୍ମଶାନଠାରେ ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି । ୨ କୋଟି ୩୪ ଲକ୍ଷ ଟଙ୍କା ବ୍ୟୟରେ ଶ୍ମଶାନର ପୁନରୁଦ୍ଧାର ପାଇଁ ଯୋଜନା କରିଛି ବିଏମସି । ଶ୍ମଶାନ ଭିତରେ ଅଧିକ ଗଛ ଲଗାଇବା, ପୋଖରୀ ଓ ସୌନ୍ଦର୍ଯ୍ୟକରଣ ପାଇଁ ସବୁ ବ୍ୟବସ୍ଥା ଗ୍ରହଣ କରିବାକୁ ଲକ୍ଷ୍ୟ ରଖିଛି ବିଏମସି ।
ଅଧିକ ପଢନ୍ତୁ ଓଡ଼ିଶା ଖବର
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: