Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Painting

Argus News - ଝିଅକୁ ହତ୍ୟା କରାଯାଇଥିବା ଅଭିଯୋଗ ଆଣିଲେ ପରିବାର ଲୋକେ

Odisha

ଝିଅକୁ ହତ୍ୟା କରାଯାଇଥିବା ଅଭିଯୋଗ ଆଣିଲେ ପରିବାର ଲୋକେ

Jitendra Dash
Browse all articles by Jitendra Dash
·2 years ago
ଝିଅକୁ ହତ୍ୟା କରାଯାଇଥିବା ଅଭିଯୋଗ ଆଣିଲେ ପରିବାର ଲୋକେ

ଅର୍ଗସ ବ୍ୟୁରୋ : ରାଜଧାନୀରେ ଯୁବତୀଙ୍କ ସନ୍ଦେହ  ଜନକ ମୃତ୍ୟୁ । ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର । ଭରତପୁର ଥାନା ଅଧୀନ ଏକ ବସ୍ତିରେ ଘଟିଛି ଘଟଣା । ମୃତ ଯୁବତୀ ହେଲେ ବିଷ୍ଣୁପ୍ରିୟା ରାଉତ । ଅନ୍ୟ ଜଣେ ଯୁବତୀଙ୍କ ସହ ଭଡାରେ ରହୁଥିଲେ । ଗତ ଗୁରୁବାର ଦିନ ବିଷ୍ଣୁପ୍ରିୟାଙ୍କ ମୃତ୍ୟୁ ହୋଇଥିଲା ବେଳେ ଗତକାଲି ରାତିରେ ମୃତଦେହ ଠାବ ହୋଇଛି । ବିଷ୍ଣୁପ୍ରିୟାଙ୍କ ସହ ରହୁଥିବା ଯୁବତୀ ଫେରାର ଅଭିଯୋଗ । ଝିଅକୁ ହତ୍ୟା କରାଯାଇଥିବା ଅଭିଯୋଗ କଲେ ପରିବାର ଲୋକ । ସାଇଣ୍ଟିଫିକ ଜରିଆରେ ତଦନ୍ତ କରୁଛି ଭରତପୁର ଥାନା ପୋଲିସ ।

ଅଧିକ ପଢନ୍ତୁ ଓଡ଼ିଶା ଖବର

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Painting
Sponsored
bhubaneswar suicide case | Argus News