Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଆଠମଲ୍ଲିକ ନିର୍ବାଚନ ମଣ୍ଡଳୀରେ କେନ୍ଦ୍ରମନ୍ତ୍ରୀଙ୍କ ରୋଡ୍ ସୋ

Swayangprajna Mishra
Browse all articles by Swayangprajna Mishra
·2 years ago
ଆଠମଲ୍ଲିକ ନିର୍ବାଚନ ମଣ୍ଡଳୀରେ କେନ୍ଦ୍ରମନ୍ତ୍ରୀଙ୍କ ରୋଡ୍ ସୋ

ଅର୍ଗସ ବ୍ୟୁରୋ : ଆଠମଲ୍ଲିକ ନିର୍ବାଚନ ମଣ୍ଡଳୀରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ରୋଡ଼ ସୋ । ଆଠମଲ୍ଲିକ ନିର୍ବାଚନ ମଣ୍ଡଳୀରେ ପାୱାର ସୋ କରୁଛି ବିଜେପି । ସ୍ଥାନୀୟ ବିଜେପି ନେତୃବୃନ୍ଦଙ୍କ ସହ ରୋଡ଼ ସୋ ରେ ସାମିଲ ହେଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ଅଧିକ ପଢନ୍ତୁ : ମହାନଦୀ କୂଳରେ ଥିବା ଜିଲ୍ଲାରେ ମରୁଡି ହେବା କ’ଣ ୨୪ ବର୍ଷ ଶାସନର ରୂପାନ୍ତରଣ ବୋଲି ପ୍ରଶ୍ନ କଲେ କେନ୍ଦ୍ରମନ୍ତ୍ରୀ

 ଆଠମଲ୍ଲିକ ନିର୍ବାଚନ ମଣ୍ଡଳୀର ଅନେକ ସ୍ଥାନରେ ରୋଡ ସୋ ରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ସାମିଲ ହେବା ସହ ବିଭିନ୍ନ ମନ୍ଦିର ଯାଇ ଭଗବାନଙ୍କୁ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି । ଏହି ରୋଡ଼ ସୋ ପ୍ରଥମରେ ଆଠମଲ୍ଲିକ ର କିଆକଟା ପଞ୍ଚାୟତ ରୁ ଆରମ୍ଭ ହେବାର ଯୋଜନା ରହିଛି ।  
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Big road show of dharmendra pradhan in athamallick | Argus News