Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଟ୍ରକ୍ ଧକ୍କାରେ ବାଇକ୍ ଆରୋହୀ ମୃତ

Ritu Das
Browse all articles by Ritu Das
·1 year ago
ଟ୍ରକ୍ ଧକ୍କାରେ ବାଇକ୍ ଆରୋହୀ ମୃତ

ଅର୍ଗସ ବ୍ୟୁରୋ: ଟ୍ରକ୍ ଧକ୍କାରେ ବାଇକ ଆରୋହୀ ମୃତ । ମୃତକ ଜଣକ ହେଲେ ବ୍ରାହ୍ମଣୀଗାଁ ଥାନା ମାର୍ଦିପଙ୍କା ଗ୍ରାମର ବୋଲି ଜଣା ପଡ଼ିଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କୁ ସ୍ଥାନୀୟ ଲୋକେ ଡାକ୍ତରଖାନା ପହଞ୍ଚାଇଥିବା ବେଳେ ଉତ୍ତ୍ୟକ୍ତ ଲୋକେ ବ୍ରହ୍ମପୁର ରାୟଗଡା ମୁଖ୍ୟ ରାସ୍ତା ଅବରୋଧ କରିଛନ୍ତି । 

ଘଟଣାଟି ଘଟିଛି ଅଡବା ଥାନା ଅନ୍ତର୍ଗତ  ବିରିକୋଟ ଠାରେ। ଘଟଣାସ୍ଥଳରେ ଅଡବା ପୋଲିସ ପହଞ୍ଚି ତଦନ୍ତ ଚଳାଇଛି। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Bike rider | Argus News