ଭୁବନେଶ୍ବରରେ ବସ୍ତିବାସିନ୍ଦାଙ୍କ ସହ କଥାହେଲେ ବିଲ୍ ଗେଟସ୍
·2 years ago

ଅର୍ଗସ ବ୍ୟୁରୋ : ବସ୍ତି ବୁଲିଲେ ମାଇକ୍ରୋସଫ୍ଟ ସହପ୍ରତିଷ୍ଠାତା ବିଲ୍ ଗେଟସ୍ । ବସ୍ତିବାସିନ୍ଦାଙ୍କ ଜୀବନଶୈଳୀ ବୁଝିବା ସହ ସେ ଲୋକଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି । ଆଜି କୃଷିଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ସାମିଲ ହେବେ ଗେଟସ୍ ।
ଅଧିକ ପଢନ୍ତୁ : ଭୁବନେଶ୍ୱରରେ ମାଇକ୍ରୋସଫ୍ଟର ସହପ୍ରତିଷ୍ଠାତା ବିଲ୍ ଗେଟସ୍
ଗସ୍ତ ସମୟରେ ବିଲ୍ ଗେଟସ୍ ରାଜ୍ୟର ଚାଷୀ ଓ କୃଷି ଉଦ୍ୟୋଗୀଙ୍କୁ ମଧ୍ୟ ଭେଟି ପାରନ୍ତି । କୃଷି ସମୀକ୍ଷା କେନ୍ଦ୍ରର ପରିଚାଳନାକୁ ଅନୁଧ୍ୟାନ କରିବା ସହ ମୁଖ୍ୟମନ୍ତ୍ରୀଙ୍କୁ ମଧ୍ୟ ଭେଟିପାରନ୍ତି ବିଲ୍ ଗେଟସ୍ । ମଙ୍ଗଳବାର ସଂଧ୍ୟାରେ ବିଶ୍ୱର ଅନ୍ୟତମ ଧନୀ ବିଲ୍ ଗେଟସ୍ ଭୁବନେଶ୍ୱରରେ ପହଞ୍ଚିଥିଲେ ।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: