Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଓଡ଼ିଶା ଆସିବେ ବିଲ୍‍ ଗେଟ୍ସ

Jitendra Dash
Browse all articles by Jitendra Dash
·2 years ago
ଓଡ଼ିଶା ଆସିବେ ବିଲ୍‍ ଗେଟ୍ସ

ଅର୍ଗସ ବ୍ୟୁରୋ : ଓଡ଼ିଶା ଆସିବେ ମାଇକ୍ରୋସଫ୍ଟ ସହ- ପ୍ରତିଷ୍ଠାତା ବିଲ୍‍ ଗେଟ୍ସ । ଫେବୃଆରୀ ୨୮ ତାରିଖରେ ସେ କୃଷି ଭବନରେ କୃଷି ସମୀକ୍ଷା କେନ୍ଦ୍ର ପରିଦର୍ଶନ କରିବେ । ଏହାସହ ରାଜ୍ଯରେ ଯେଉଁ କୃଷି ବିକାଶ ହୋଇଛି ତାକୁ ଅନୁଧ୍ଯାନ କରିବେ । ବିଶେଷକରି କିପରି କୃଷି ବିଭାଗ ଯୋଜନା ସବୁ ଲାଗୁ କରୁଛି ତାକୁ ଅନୁଧ୍ୟାନ କରିବେ ବିଲ୍‍ ଗେଟ୍ସ । 

ଅଧିକ ପଢନ୍ତୁ ଓଡ଼ିଶା ଖବର

ଯାହା ଜରିଆରେ ବୈଷୟିକ ପ୍ରଣାଳୀରେ କ୍ଷୁଦ୍ରଚାଷୀଙ୍କ ଆୟ ବୃଦ୍ଧି କରାଯିବା ନେଇ ଯୋଜନା ହୋଇଥିଲା । ବିଲ ଗେଟ୍ସ ଫାଉଣ୍ଡେସନ ଏଥିପାଇଁ ବୈଷୟିକ ସହାୟତା ଯୋଗାଉଛି । ରାଜ୍ୟରେ କୃଷି ବିକାଶ କିପରି ହୋଇ ତାହାର ଅନୁଧ୍ୟାନ କରିବେ ବିଲ ଗେଟ୍ସ । ବିଶେଷକରି କୃଷି ବିଭାଗ କିପରି ଯୋଜନା ଲାଗୁ କରୁଛି ତାହା ଅନୁଧ୍ୟାନ କରିବେ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Bill Gates To Visit Odisha On February 28 | Argus News