Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
Education Next 2026Register now
|

Argus News - ନୀଳଗିରି ପାଇଁ ବିଧାନସଭା ପ୍ରାର୍ଥୀ ଘୋଷଣା କଲା ବିଜେପି

Odisha

ନୀଳଗିରି ପାଇଁ ବିଧାନସଭା ପ୍ରାର୍ଥୀ ଘୋଷଣା କଲା ବିଜେପି

Ritu Das
Browse all articles by Ritu Das
·2 years ago
ନୀଳଗିରି ପାଇଁ ବିଧାନସଭା ପ୍ରାର୍ଥୀ ଘୋଷଣା କଲା ବିଜେପି

ଅର୍ଗସ ବ୍ୟୁରୋ: ନୀଳଗିରିରୁ ବିଜେପି ପ୍ରାର୍ଥୀ ହେଲେ ସନ୍ତୋଷ ଖଟୁଆ। ବିଜେପିର ଷଷ୍ଠ ପର୍ଯ୍ୟାୟ ତାଲିକା ଘୋଷଣା କଲା ବିଜେପି। ଗତକାଲି ବିଜେଡିରୁ ଇସ୍ତଫା ଦେଇଥିଲେ ସନ୍ତୋଷ ଖଟୁଆ। ନୀଳଗରିରିରୁ ବିଜେଡି ସୁକାନ୍ତ ନାୟକଙ୍କୁ ଟିକେଟ ଦେବାପରେ ସନ୍ତୋଷ ଦଳ ଛାଡ଼ିଥିଲେ। ଆଉ ବିଧିବଦ୍ଧ ଭାବେ କାଲି ବିଜେପିରେ ମିଶିଥିଲେ। 

ଆଉ ଆଜି ନୀଳଗିରିୁ ବିଜେପି ପ୍ରାର୍ଥୀ ହେଲେ ସନ୍ତୋଷ ଖଟୁଆ। ଟିକେଟ ମିଳିବାପରେ ବିଜେପି ଶୀର୍ଷ ନେତ୍ବତ୍ବବୃନ୍ଦଙ୍କୁ ଧନ୍ୟବାଦ ଜଣାଇଛନ୍ତି ସନ୍ତୋଷ।

ଅଧିକ ପଢ଼ନ୍ତୁ ରାଜନୀତି ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
BJP announces | Argus News