Videos
|
Odisha

ସରକାରୀ କର୍ମଚାରୀଙ୍କୁ ବିଜେପି ସରକାରଙ୍କ ପାର୍ବଣ ଭେଟି

Rashmita Mishra
Browse all articles by Rashmita Mishra
·1 year ago
ସରକାରୀ କର୍ମଚାରୀଙ୍କୁ ବିଜେପି ସରକାରଙ୍କ ପାର୍ବଣ ଭେଟି

ଅଗର୍ସ ବ୍ୟୁରୋ: ରାଜ୍ୟର ସରକାରୀ କର୍ମଚାରୀମାନଙ୍କ ଗ୍ରାଚୁଇଟି ସୀମା ୧୫ ଲକ୍ଷରୁ ୨୦ ଲକ୍ଷ ଟଙ୍କାକୁ ବୃଦ୍ଧି। ପିଛିଲା ଭାବେ ୨୦୨୪ ଜାନୁଆରୀ ୧ ରୁ ଲାଗୁ ହେବ। ରାଜ୍ୟର ସରକାରୀ କର୍ମଚାରୀ ମାନଙ୍କ ପାଇଁ ଗ୍ରାଚୁଇଟିର ସୀମା ୧୫ ଲକ୍ଷ ଟଙ୍କାରୁ ୨୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି।  ରାଜ୍ୟର ବିଭିନ୍ନ ସେବା ସଙ୍ଗଠନ ଗୁଡିକ ଏଥିପାଇଁ ରାଜ୍ୟ ସରକାରଙ୍କ ନିକଟରେ ଅନୁରୋଧ କରିଥିଲେ ।

ଅଧିକ ପଢନ୍ତୁ ଓଡିଶା ଖବର...

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
BJP government officials meet government employees | Argus News