ବିଭିନ୍ନ ରାଜ୍ୟ ପାଇଁ ପ୍ରଭାରୀ ଓ ସହପ୍ରଭାରୀ ନିଯୁକ୍ତ କଲା ବିଜେପି
·1 year ago

ଭୁବନେଶ୍ୱର: ବିଜୟପାଲ ସିଂ ତୋମାର ଓଡ଼ିଶା ପ୍ରଭାରୀ । ବିଭିନ୍ନ ରାଜ୍ୟ ପାଇଁ ପ୍ରଭାରୀ ଓ ସହପ୍ରଭାରୀ ନିଯୁକ୍ତ କଲା ବିଜେପି । ବିଜୟପାଲ ସିଂ ତୋମାରଙ୍କୁ ଓଡ଼ିଶାର ପ୍ରଭାରୀ ଦାୟିତ୍ବ ଦିଆଯାଇଛି । ଲତା ଉସେଣ୍ଡିଙ୍କୁ ଓଡ଼ିଶାର ସହପ୍ରଭାରୀ ଦାୟିତ୍ବ ଦିଆଯାଇଛି ।


📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
ସେହିପରି ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀଙ୍କୁ କେରଳ ସହପ୍ରଭାରୀ ଦାୟିତ୍ୱ ଦିଆଯାଇଛି । ଏହାସହ ସାଂସଦ ସମ୍ବିତ ପାତ୍ର ଉତ୍ତରପୂର୍ବାଞ୍ଚଳ ରାଜ୍ୟ ସଂଯୋଜକ ନିଯୁକ୍ତ ହୋଇଛନ୍ତି ।

