|
logo
Live
Argus News App
GET APP

Argus News - ବ୍ରହ୍ମପୁରରେ ଗୁଳିମାଡ଼, ଚାଲିଗଲା ବିଜେପି ନେତା ପୀତବାସ ପଣ୍ଡାଙ୍କ ଜୀବନ

Odisha

BJP Leader Shot Dead / ବ୍ରହ୍ମପୁରରେ ଗୁଳିମାଡ଼, ଚାଲିଗଲା ବିଜେପି ନେତା ପୀତବାସ ପଣ୍ଡାଙ୍କ ଜୀବନ

Santosh Kumar Sahoo
Browse all articles by Santosh Kumar Sahoo
·5 months ago·1 min read
ବ୍ରହ୍ମପୁରରେ ଗୁଳିମାଡ଼, ଚାଲିଗଲା ବିଜେପି ନେତା ପୀତବାସ ପଣ୍ଡାଙ୍କ ଜୀବନ

Key Points

ଗୁଳିମାଡ଼ରେ ବିଜେପି ନେତା ପୀତବାସ ପଣ୍ଡା ମୃତ । ବ୍ରହ୍ମାନଗର ଘର ବାହାରେ ୨ ଦୁର୍ବୃତ୍ତଙ୍କ ଗୁଳିମାଡ଼ । ବିଜେପି ନେତା ତଥା ବରିଷ୍ଠ ଆଇନ୍‌ଜୀବୀ ପୀତବାସ ପଣ୍ଡା ମୃତ।

ପୁଣି ରକ୍ତ ରଞ୍ଜିତ ହେଲା ବ୍ରହ୍ମପୁର । ଗୁଳିମାଡ଼ରେ ବିଜେପି ନେତା ମୃତ । ଗୁଳିମାଡ଼ରେ ବିଜେପି ନେତା ତଥା ବରିଷ୍ଠ ଆଇନଜୀବୀ ପୀତବାସ ପଣ୍ଡାଙ୍କ ମୃତ୍ୟୁ ହୋଇଛି । ୨ ଜଣ ଦୁର୍ବୁତ୍ତ ବାଇକରେ ଆସି ଗୁଳିମାଡ଼ କରିଥିବା ସୂଚନା ମିଳିଛି । ପୀତବାସ ପଣ୍ଡାଙ୍କୁ ବ୍ରହ୍ମପୁର ବ୍ରହ୍ମାନଗର ନିକଟରେ ଗୁଳିମାଡ଼ କରିଥିଲେ । ରାତି ପ୍ରାୟ ୧୦ଟାରେ ବିଜେପି ନେତାଙ୍କୁ ଗୁଳିମାଡ଼ ହୋଇଥିଲା । ଗୁରୁତର ଅବସ୍ଥାରେ ତାଙ୍କୁ ପୀତବାସଙ୍କୁ MKCGରେ ଭର୍ତ୍ତି କରାଯାଇଥିଲା । କିନ୍ତୁ ଡାକ୍ତର ସେଠାରେ ମୃତ ଘୋଷଣା କରିଥିଲେ ।

ଅଧିକ ପଢ଼ନ୍ତୁ: ପୋଲିସ SI ଚାକିରି କେଳେଙ୍କାରୀ ତନାଘନା, ଜଳେଶ୍ବରରୁ ଆଉ ଜଣେ ଅଭିଯୁକ୍ତ ଅଟକ

ସେ କେବଳ ବିଜେପି ନେତା ନୁହଁନ୍ତି ରାଜ୍ୟ ଆଇନଜୀବୀ ପରିଷଦର ସଦସ୍ୟ ମଧ୍ୟ ଥିଲେ । ତେବେ କିଏ ଓ କାହିଁକି ପୀତବାସ ପଣ୍ଡାଙ୍କୁ ହତ୍ୟା କଲେ ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

Related Topics

Explore more stories

Sponsored
BJP Leader Shot Dead: ବ୍ରହ୍ମପୁରରେ ଗୁଳିମାଡ଼, ଚାଲିଗଲା ବିଜେପି ନେତା ପୀତବାସ ପଣ୍ଡାଙ୍କ ଜୀବନ | Argus News