|
logo
Live

Argus News - ଖୁବଶୀଘ୍ର ବିଜେପି ଘୋଷଣା କରିପାରେ ବିଧାନସଭା ପ୍ରାର୍ଥୀ ତାଲିକା

Odisha

ଖୁବଶୀଘ୍ର ବିଜେପି ଘୋଷଣା କରିପାରେ ବିଧାନସଭା ପ୍ରାର୍ଥୀ ତାଲିକା

Jitendra Dash
Browse all articles by Jitendra Dash
·2 years ago
ଖୁବଶୀଘ୍ର ବିଜେପି ଘୋଷଣା କରିପାରେ ବିଧାନସଭା ପ୍ରାର୍ଥୀ ତାଲିକା

ଅର୍ଗସ ବ୍ୟୁରୋ : ଖୁବଶୀଘ୍ର ବିଜେପି ଘୋଷଣା କରିପାରେ ବିଧାନସଭା ପ୍ରାର୍ଥୀ ତାଲିକା । ନାମ ଚୂଡାନ୍ତ ପାଇଁ ଦିଲ୍ଲୀ ଯାଇଛନ୍ତି ରାଜ୍ୟ ସଭାପତି ମନମୋହନ ସାମଲ ଓ ସଙ୍ଗଠନ ମହାମନ୍ତ୍ରୀ ମାନସ ମହାନ୍ତି । 

ଅଧିକ ପଢନ୍ତୁ ଓଡ଼ିଶା ଖବର

ଆଜି ଦିଲ୍ଲୀରେ କେନ୍ଦ୍ର ନେତୃତ୍ଵଙ୍କ ସହ ଆଲୋଚନା କରି କିଛି ବିଧାନସଭା ପାଇଁ ପ୍ରାର୍ଥୀ ଚୂଡାନ୍ତ କରିପାରେ ରାଜ୍ୟ ବିଜେପି । ଏହାସହ ବାକି ଥିବା ୩ ଲୋକସଭା ଯାଜପୁର, କଟକ ଓ କନ୍ଧମାଳ ଟିକେଟକୁ ନେଇ ବି ଆଲୋଚନା ହୋଇପାରେ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
ଖୁବଶୀଘ୍ର ବିଜେପି ଘୋଷଣା କରିପାରେ ବିଧାନସଭା ପ୍ରାର୍ଥୀ ତାଲିକା | Argus News