Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲା ବିଜେପି

Jitendra Dash
Browse all articles by Jitendra Dash
·2 years ago
ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲା ବିଜେପି

ଅର୍ଗସ ବ୍ୟୁରୋ : ନିର୍ବାଚନୀ ହିଂସା ପ୍ରସଙ୍ଗରେ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲା ବିଜେପି । ଓଡ଼ିଶା ପୋଲିସ ବିଜେଡିର ହାତ ବାରିଶି ସାଜିଛି । ବିଜେପି କାର୍ଯ୍ୟକର୍ତ୍ତାଙ୍କ ଉପରେ ବିଜେଡ଼ି ଲୋକ ଆକ୍ରମଣ କରୁଥିବା ବେଳେ ପୋଲିସ କୌଣସି କାର୍ଯ୍ୟାନୁଷ୍ଠାନ ନେଉ ନଥିବା ଅଭିଯୋଗ ଆଣିଲା ଦଳ । 

ଅଧିକ ପଢନ୍ତୁ ଓଡ଼ିଶା ଖବର

ଖଲ୍ଲିକୋଟ ହିଂସା, କଣ୍ଟାବାଞ୍ଜିରେ ବିଜେଡ଼ି ନେତ୍ରୀ ଟୁକୁନି ସାହୁଙ୍କ ଲୋକ ମାନେ ଗତକାଲି ଜଣଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାକୁ ନେଇ ସିଇଓଙ୍କୁ ଭେଟିଛି ବିଜେପି ପ୍ରତିନିଧି ଦଳ । ସିଇଓଙ୍କୁ ଭେଟି ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଦାବି କରିଛି ବିଜେପି । ଏହାସହ ଡିଜି କଣ କାର୍ଯ୍ୟାନୁଷ୍ଠାନ ନେଲେ ତାକୁ ସର୍ବଜନିତ କରନ୍ତୁ ବୋଲି ଦାବି କରିଛି ଦଳ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
BJP meets Chief Electoral Officer over election violence | Argus News