ଦିନିକିଆ ଓଡିଶା ଗସ୍ତରେ ଆସୁଛନ୍ତି ନଡ୍ଡା
·1 year ago

ଅର୍ଗସ ବ୍ୟୁରୋ: ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା । ସଦସ୍ୟତା ଅଭିଯାନ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଯୋଗଦେବେ । ରାଜ୍ୟ ପଦାଧିକାରୀ, ସାଂସଦ, ବିଧାୟକଙ୍କ ସହ କରିବେ ଆଲୋଚନା । ଦଳୀୟ ସଦସ୍ୟତା ଅଭିଯାନ ନେଇ ମଧ୍ୟ ପରାମର୍ଶ ଦେବେ । ସୂଚନା ଦେଲେ ରାଜ୍ୟ ବିଜେପି ସଭାପତି ମୋହନ ସାମଲ୍ ।
ଆହୁରି ପଢନ୍ତୁ ଓଡିଶା ଖବର...
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: