BJP State Executive / ଘୋଷଣା ହେଲା ବିଜେପି ରାଜ୍ୟ କାର୍ଯ୍ୟକାରିଣୀ, ସ୍ଥାନ ପାଇଲେ ମୁଖ୍ୟମନ୍ତ୍ରୀଙ୍କ ସହ ୩ କେନ୍ଦ୍ରମନ୍ତ୍ରୀ
·2 hours ago·1 min read

Key Points
ଘୋଷଣା ହେଲା ବିଜେପି ରାଜ୍ୟ କାର୍ଯ୍ୟକାରିଣୀ
ଘୋଷଣା କଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ
ସ୍ଥାନ ପାଇଲେ ମୁଖ୍ୟମନ୍ତ୍ରୀଙ୍କ ସହ ୩ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର ୧୦/୦୪: ଘୋଷଣା ହେଲା ବିଜେପି ରାଜ୍ୟ କାର୍ଯ୍ୟକାରିଣୀ। ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଆଜି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ୱତନ୍ତ୍ର ନିମନ୍ତ୍ରିତ ସଦସ୍ୟ, ସ୍ଥାୟୀ ନିମନ୍ତ୍ରିତ ସଦସ୍ୟଙ୍କ ନାମ ତାଲିକା ଘୋଷଣା କରିଛନ୍ତି । ଏଥିରେ ୭୨ ଜଣ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ୩୮ ଜଣ ସ୍ୱତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଏବଂ ୨୩ ଜଣ ସ୍ଥାୟୀ ନିମନ୍ତ୍ରିତ ସଦସ୍ୟ ଭାବେ ସ୍ଥାନ ପାଇଛନ୍ତି।
ପଢନ୍ତୁ ଏହି ଖବର: ଘୋଷଣା ହେଲା ସ୍ବତନ୍ତ୍ର ଉନ୍ନୟନ ପରିଷଦ, ୨୩ ଜିଲ୍ଲା ପାଇଁ ଅଧ୍ୟକ୍ଷ ଏବଂ ଉପାଧ୍ୟକ୍ଷ ନିଯୁକ୍ତ
ରାଜ୍ୟ କାର୍ଯ୍ୟକାରିଣୀରେ ସ୍ଥାୟୀ ନିମନ୍ତ୍ରିତ ସଦସ୍ୟ ଭାବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ ଓ ଅଶ୍ବିନି ବୈଷ୍ଣବ ସ୍ଥାନ ପାଇଛନ୍ତି। ରାଜ୍ୟ କ୍ୟାବିନେଟର ମନ୍ତ୍ରୀ, ସାଂସଦ, ପୂର୍ବତନ ମନ୍ତ୍ରୀ ମାନେ ଏହି ତାଲିକାରେ ସ୍ଥାନ ପାଇଛନ୍ତି। ଦଳର ସମସ୍ତ ସାଂସଦ, ବିଧାୟକ, ଜିଲ୍ଲା ପ୍ରଭାରୀ, ଜିଲ୍ଲା ସଭାପତି, ରାଜ୍ୟ ପ୍ରବକ୍ତା, ବିଭିନ୍ନ ସେଲର ସଂଯୋଜକମାନେ ଏଥିରେ ସ୍ଥାୟୀ ନିମନ୍ତ୍ରିତ ସଦସ୍ୟ ହୋଇଛନ୍ତି।

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Related Topics
Explore more stories