Videos
|
Odisha

ପୁଣି ଦିଲ୍ଲୀ ଗଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ

Manini Pattanayak
Browse all articles by Manini Pattanayak
·2 years ago
ପୁଣି ଦିଲ୍ଲୀ ଗଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ

 ଭୁବନେଶ୍ୱର:  ପୁଣି ଦିଲ୍ଲୀ ଗଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ନିର୍ବାଚନ କମିଟି ବୈଠକରେ ପ୍ରସ୍ତୁତ ହୋଇଥିବା ସମ୍ଭାବ୍ୟ ପ୍ରାର୍ଥୀ ତାଲିକା ନେଇ ଦିଲ୍ଲୀ ଗଲେ ମନମୋହନ ।\

ପ୍ରାର୍ଥୀ ତାଲିକା ଉପରେ ଚୂଡ଼ାନ୍ତ ମୋହର ମାରିବ କେନ୍ଦ୍ରୀୟ ସଂସଦୀୟ ବୋର୍ଡ । ଖୁବଶୀଘ୍ର ଘୋଷଣା ହୋଇପାରେ ଓଡ଼ିଶା ପାଇଁ ବିଜେପିର ପ୍ରାର୍ଥୀ ତାଲିକା ।

ଅଧିକ ପଢନ୍ତୁ ଓଡ଼ିଶା ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
BJP state president Manmohan Samal again went to Delhi | Argus News