Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Painting

Argus News - ଆଜି ତିନି ରାଜ୍ୟ ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତ କରିବ ବିଜେପି

Odisha

ଆଜି ତିନି ରାଜ୍ୟ ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତ କରିବ ବିଜେପି

Banajyotshna Ray
Browse all articles by Banajyotshna Ray
·2 years ago
ଆଜି ତିନି ରାଜ୍ୟ ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତ କରିବ ବିଜେପି

ଅର୍ଗସ ବ୍ୟୁରୋ: ସଦ୍ୟ ସମାପ୍ତ ବିଧାନସଭା ନିର୍ବାଚନରେ 3ଟି ରାଜ୍ୟରେ ଜିତିଥିବା ବିଜେପି, ମୁଖ୍ୟମନ୍ତ୍ରୀ ବାଛିବାକୁ ପ୍ରକ୍ରିୟା ଆରମ୍ଭ କରିବାକୁ ଯାଉଛି। ଆଜି ତିନି ରାଜ୍ୟ ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତ କରିବ ବିଜେପି। ଏହାର ଅର୍ଥ 3 ରାଜ୍ୟ ପାଇଁ ଖୁବଶୀଘ୍ର ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା ହେବାକୁ ଯାଉଛି। ମଧ୍ୟପ୍ରଦେଶରେ କ୍ଷମତା ବଜାୟ ରଖିଛି ବିଜେପି। ସେହିପରି ରାଜସ୍ଥାନ ଏବଂ ଛତିଶଗଡ଼ରେ କଂଗ୍ରେସ ସରକାରକୁ ଗାଦିଚ୍ୟୁତ କରି କ୍ଷମତାକୁ ଫେରିଛି ଭାରତୀୟ ଜନତା ପାର୍ଟି।

ଅଧିକ ପଢ଼ନ୍ତୁ ଦେଶ ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Painting
Sponsored
BJP will appoint observers for three states today ​ | Argus News