ଓଡ଼ିଶା ଜଙ୍ଗଲରେ ପୁଣି ଦେଖିବାକୁ ମିଳିଲା କଳା ବାଘ
·2 years ago

ଭୁବନେଶ୍ୱର: ଓଡ଼ିଶା ଜଙ୍ଗଲରେ ପୁଣି ଦେଖିବାକୁ ମିଳିଲା କଳା ବାଘ। ରାଜ୍ୟରେ ବାଘ ଗଣନା ଚାଲିଥିବା ବେଳେ କ୍ୟାମେରା ଟ୍ରାପରେ କଏଦ ହେଲା କଳା ରଙ୍ଗର ବାଘ।
On going camera trap tiger census in Odisha is throwing up some exciting & unexpected presence of wild fauna in our state. pic.twitter.com/zRGnh9tcIv
— Susanta Nanda (@susantananda3) November 29, 2023
ଏନେଇ ଟିଇଟ୍ କରି ସୂଚନା ଦେଲା ପିସିସିଏଫ୍। କେନ୍ଦ୍ରୀୟ ଓଡ଼ିଶାର ଏକ ନିର୍ଦ୍ଧିଷ୍ଟ ଜଙ୍ଗଲରେ ଦେଖାଯାଇଥିବା କହିଲେ ପିସିସିଏଫ୍ । ପୂର୍ବରୁ ଶିମିଳିପାଳରେ କଳାଦାଗ ଥିବା ମହାବଳ ଦେଖିବାକୁ ମିଳିଥିଲା। ଏବେ ପୁଣି କଳା କଲରା ପତ୍ରିଆ ବାଘ ଦେଖା ଯାଇଛି। ପୂର୍ବରୁ କଳା ମହାବଳ ଦେଖା ଯାଇଥିଲା ଶିମିଳିପାଳରେ।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: