ଗଛରେ ପିଟିହେଲା ବୋଲେରୋ: ୩ ମୃତ
·2 years ago

ଅର୍ଗସ ବ୍ୟୁରୋ: କେନ୍ଦ୍ରାପଡା ଜିଲ୍ଲା ସଦର ଥାନା ଓସ୍ତପୁର ପେଟ୍ରୋଲ ପମ୍ପ ନିକଟରେ ଦୁର୍ଘଟଣା । ଭାରସାମ୍ୟ ହରାଇ ଗଛରେ ପିଟିଲା ବୋଲେରୋ। ଦୁର୍ଘଟଣାରେ 3ଜଣଙ୍କର ମୃତ୍ୟୁ ହୋଇଥିବାବେଳେ 3ଜଣ ଗୁରୁତର ହୋଇଛନ୍ତି। ରାତିରେ ଯାତ୍ରା ସାରି ଫେରୁଥିବାବେଳେ ଘଟିଛି ଏହି ଦୁଃଖଦ ଅଘଟଣ।
ବୋଲେରୋରେ ୫ଜଣ କଳାକାର ଥିବା ଜଣାପଡ଼ିଛି । ଦୁର୍ଘଟଣାରେ ବୋଲେରୋଟି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି । ଗୁରୁତରଙ୍କୁ କେନ୍ଦ୍ରାପଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଆହୁରି ମୃତକଙ୍କ ସଂଖ୍ୟା ବଢ଼ିପାରେ ବୋଲି ଅନୁମାନ କରାଯାଉଛି।
ଅଧିକ ପଢ଼ନ୍ତୁ ଓଡ଼ିଶା ଖବର
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: