ଝାରପଡ଼ା ଅଞ୍ଚଳରେ ବିସ୍ଫୋରଣରେ ଉଡିଲା ଛାତ, ଭାଙ୍ଗିଲା କାନ୍ଥ
·2 years ago

ଭୁବନେଶ୍ୱର: ରାଜଧାନୀରେ ଭୟଙ୍କର ବିସ୍ଫୋରଣ । ଝାରପଡ଼ା ଅଞ୍ଚଳରେ ବିସ୍ଫୋରଣରେ ଉଡିଲା ଛାତ, ଭାଙ୍ଗିଲା କାନ୍ଥ । ଗତକାଲି ବିଳମ୍ବିତ ରାତିରେ ଘଟିଛି ଅଘଟଣ । ବୋମାମାଡ଼ ହୋଇଥିବା ନେଇ ଥାନାରେ ଏତଲା ହୋଇଛି। ସେପଟେ ବୋମାମାଡ଼ ଅଭିଯୋଗକୁ ପୋଲିସ ଖଣ୍ଡନ କରିଛି ।
ଘର ଭିତରେ ବ୍ୟାପକ ପରିମାଣର ଡିଓଡ୍ରାଣ୍ଟ ଥିବାରୁ ବିସ୍ଫୋରଣ ହୋଇଥିବା ସନ୍ଦେହ କରାଯାଇଛି । ପାରିପାର୍ଶ୍ବିକ ପରିସ୍ଥିତି ଓ ଘଟଣାସ୍ଥଳରେ ଲକ୍ଷ୍ମୀସାଗର ଥାନା ପକ୍ଷରୁ ଛାନଭିନ ଚାଲିଛି । ବିସ୍ଫୋରଣରେ ଆହତ ହୋଇଛନ୍ତି ଝାରପଡା ଅଞ୍ଚଳର କବିରାଜ ସ୍ବାଇଁ ।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: