ପୋଲିସର ବର୍ରରତା, ମହିଳାଙ୍କ ଉପରେ ଲାଠିଚାର୍ଜ ସହ ଗୁଳିମାଡ
·2 years ago

ବୌଦ୍ଧ : ଭୋଟ୍ ବିବାଦ । ପୋଲିସ ଜନତା ମୁହାଁମୁହିଁ । ବୌଦ୍ଧ କଣ୍ଟାମାଳ ନିର୍ବାଚନ ମଣ୍ଡଳୀର ମହେଶ୍ବରପିଣ୍ଡାରେ ପୋଲିସର ବର୍ବର ଗୁଳି ଚାଳନା । ଗାଁ ଲୋକ କଲେ ପୋଲିସ ଉପରକୁ ପଥରମାଡ଼ । ଜଣେ ମହିଳା ପୋଲିସ କର୍ମଚାରୀ ଆହତ ସୂଚନା । evm ମେସିନ ନେଲାବେଳେ ମହିଳା ଓ ଭୋଟରଙ୍କୁ ପୋଲିସର ଲାଠିଚାର୍ଜ ।
ଅଧିକ ପଢନ୍ତୁ : ବିଜେପି କର୍ମୀଙ୍କୁ ଦୁର୍ବୃତ୍ତଙ୍କ ଭୁଜାଲିରେ ହତ୍ୟା
ଭୋଟ୍ ଦେବାକୁ ସୁଯୋଗ ନମିଳିବାରୁ ତାତିଲେ ଲୋକେ । ପୂର୍ବରୁ ବୌଦ୍ଧ ୫୭ ନଂ ଜାତୀୟ ରାଜପଥ ଅବରୋଧ କରିଥିଲେ ସ୍ଥାନୀୟ ଲୋକେ ।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: